ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଶୁଭେଚ୍ଛା

Advertisement

“ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଏହି ଆଲୋକର ଉତ୍ସବ ପ୍ରତିଟି ଓଡ଼ିଆ ପରିବାରରେ ସୁଖ, ସମୃଦ୍ଧି ଓ ଆନନ୍ଦ ଭରିଦେଉ।”

Advertisement

Leave a Reply

Your email address will not be published. Required fields are marked *