ରାଜ୍ୟରେ ଜଳ ସମ୍ପଦର ସୁପରିଚାଳନା ଓ ଜଳ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟ୍ରକ୍ଚର୍ (ISS 2.0) ଯୋଜନାକୁ ମିଶନ ମୋଡ୍‌ରେ କାର୍ଯ୍ୟକାରୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ଜଳ ସମ୍ପଦର ସୁପରିଚାଳନା ଓ ଜଳ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟ୍ରକ୍ଚର୍…

ଓଡ଼ିଶା ଏବଂ ଜାପାନର ସମ୍ପର୍କକୁ ସୁଦୃଢ କରିବା ପାଇଁ ଏକ ଐତିହାସିକ ‘ମୈତ୍ରୀ ସମ୍ପର୍କ ଚୁକ୍ତି’ ସ୍ୱାକ୍ଷରିତ ।

ଓଡ଼ିଶା ଏବଂ ଜାପାନର ତୋତ୍ତୋରି ପ୍ରିଫେକ୍‌ଚର୍‌ (ରାଜ୍ୟ) ମଧ୍ୟରେ ଆଞ୍ଚଳିକ, ଆର୍ଥିକ, ସାଂସ୍କୃତିକ ଏବଂ ଶିକ୍ଷାଗତ ସମ୍ପର୍କକୁ ସୁଦୃଢ କରିବା ପାଇଁ ଏକ ଐତିହାସିକ ‘ମୈତ୍ରୀ ସମ୍ପର୍କ…

ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ କନ୍ଧମାଳ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସମସ୍ତ ସତର୍କତା ଓ ପ୍ରସ୍ତୁତିମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକଙ୍କ ସୁରକ୍ଷିତ ସ୍ଥାନାନ୍ତରଣ, ଆଶ୍ରୟସ୍ଥଳୀ ପରିଚାଳନା ଏବଂ ଉଦ୍ଧାରକାରୀ ବାହିନୀ ମୁତୟନ କରି ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି।

✅୧୮ଟି ପଞ୍ଚାୟତରୁ ୧୪୬ ଗର୍ଭବତୀ ମହିଳାଙ୍କ ସମେତ ମୋଟ ୨,୩୯୪ ଜଣଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ✅ସମସ୍ତ ୩୫ଟି ପକ୍କା ଆଶ୍ରୟସ୍ଥଳୀ କାର୍ଯ୍ୟକ୍ଷମ ରହିଛି ଏବଂ ସେଠାରେ…

ସ୍କୁଲ ଛୁଟି | ରାୟଗଡ଼ ଜିଲ୍ଲା

ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ, କେନ୍ଦ୍ରୀୟ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପ୍ରାଥମିକ,…

ଦେବସ୍ନାନ ପୂର୍ଣ୍ଣିମା ଲାଗି ପୁଲିସ ପକ୍ଷରୁ ଟ୍ରାଫିକ୍ ଆଡଭାଇଜରି, ଜାଣନ୍ତୁ ପୁରୀକୁ କେଉଁ ରୁଟ୍‌ରେ ଆସିବେ

ସ୍ନାନଯାତ୍ରା ଦିନ ପାଇଁ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରିଛି ପୁଲିସ । ବାହାର ରାଜ୍ୟରୁ ଆସୁଥିବା ସମସ୍ତ ଟୁରିଷ୍ଟ ଯାତ୍ରୀବାହୀ ବସଗୁଡିକ ମାଳତୀପାଟପୁରଠାରେ ପାର୍କିଂ କରିବେ ।…